୧୯ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ବର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋ ପ୍ରେସରର ରୂପ ନେଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଝିପିଝିପି ବର୍ଷା…
