ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ
ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ହେବ ଆଲୋଚନା । ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଗୁଇନ୍ଦା!-->…
