ଆସନ୍ତାକାଲି ଅଧା ଦିନ ଛୁଟି ରହିବ ସରକାରୀ କାର୍ଯ୍ୟାଳୟ
ଆସନ୍ତାକାଲି ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ। କାଲି (ବୁଧବାର) ଭୁବନେଶ୍ଵରର ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ। ଅପରାହ୍ନ ୧ଟାରୁ ଏହି ଛୁଟି ଲାଗୁ ହେବ। ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ!-->…
