ଖୋଲିଲା ହକି ପ୍ରଶିକ୍ଷଣ ଏକାଡେମୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହକି ପ୍ରଶିକ୍ଷଣ ଏକାଡେମୀ ପାଇଁ ଉଚ୍ଚ ପ୍ରଦର୍ଶନ କେନ୍ଦ୍ରର ଉଦ୍ଘାଟନ କରିଛନ୍ତି । ଏହାଦ୍ୱାରା ରାଜ୍ୟର ଶ୍ରେଷ୍ଠ ହକି ପ୍ରତିଭାଙ୍କୁ ଭବିଷ୍ୟତର ଜାତୀୟ ଏବଂ ଆନ୍ତର୍ଜାତିକ କ୍ରୀଡ଼ାବିତ୍ ଭାବେ ପ୍ରସ୍ତୁତ କରାଯିବ । ରାଜ୍ୟର କ୍ରୀଡ଼ା…
