ପ୍ରଦେଶ କଂଗ୍ରେସ ପକ୍ଷରୁ ରାଜୀବ ଜ୍ୟୋତିକୁ ସ୍ୱାଗତ
ଭୁବନେଶ୍ୱର : କର୍ଣାଟକ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ
ଅଗଷ୍ଟ ୯ କ୍ରାନ୍ତିଦିବସ ଦିନ ତାମିଲ୍ନାଡୁର ଶ୍ରୀପେରୁମ୍ବୁଦୁରୁ
ଠାରୁ ବାହାରିଥିବା ୨୮ତମ ରାଜୀବ ଜ୍ୟୋତି ସଦ୍ଭାବନା
ଯାତ୍ରାକୁ ଆଜି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ
ପଟ୍ଟନାୟକ ପ୍ରଦେଶ କଂଗ୍ରେସ ତରଫରୁ ସ୍ୱାଗତ କରିବା…
