ଦିଲ୍ଲୀର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀଙ୍କ ପରଲୋକ
ନୂଆଦିଲ୍ଲୀ : ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି । ମଙ୍ଗଳବାର ରାତ୍ରିରେ ଦିଲ୍ଲୀର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ହୃଦଘାତ ଯୋଗୁ ସୁଷମା ସ୍ବରାଜଙ୍କୁ…
