Odia News Portal

ଆପାର୍ଟମେଣ୍ଟରେ ଖେଳାଇଲେ ଆତଙ୍କ

ଅସୁରକ୍ଷିତ ରାଜଧାନୀର ଆପାର୍ଟମେଣ୍ଟ । ଆତଙ୍କ ଖେଳାଇଛନ୍ତି ଲୁଟେରା । ଯେମିତି ପୋଲିସକୁ ଖାତିର ନାହିଁ । ପ୍ରତିଦିନ ଆପାର୍ଟମେଣ୍ଟରେ ପଶି ଲୁଟପାଟ୍ କରୁଛନ୍ତି । ଦିନକ ତଳେ ଜଣେ ବୈଜ୍ଞାନିକଙ୍କ ଘରୁ ୫୦ ଭରିର ସୁନା ଲୁଟିନେଥିବା ବେଳେ ଆଜି ପୁଣି ଜଣେ ସଫ୍ଟୱେର ଇଞ୍ଜିନିୟରଙ୍କ ଘରୁ ୨୦ ଲକ୍ଷ

୧୭ରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

17 ତାରିଖରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ଜୋରଦାର୍ ପ୍ରସ୍ତୁତି । ଜନତା ମୈଦାନରେ ପିଏମଙ୍କ କାର୍ଯ୍ୟକ୍ରମରେ ଯୋଗଦେବେ ଲକ୍ଷାଧିକ ମହିଳା । ସ୍ଥିତି ଅନୁଧ୍ୟାନ ପାଇଁ  ଜନତା ମୈଦାନରେ

କେଜ୍ରିୱାଲଙ୍କ ବଡ଼ ଘୋଷଣା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍ । ୨ ଦିନ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଲେ କେଜ୍ରିୱାଲ୍ । ଏହା ସହ ସେ ଅଗ୍ନି ପରୀକ୍ଷା ପାଇଁ ପ୍ରସ୍ତୁତ ଥିବା ମଧ୍ୟ କହିଛନ୍ତି । ମୁଁ ଓ ସିସୋଦିଆ ଜନତାଙ୍କ ପାଖକୁ ଯିବୁ, ସେମାନେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି

ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓ ପଶ୍ଚିମ ଓଡିଶାର ଲାଇଫ୍ ଲାଇନ୍ ହେବ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ର ମୋଦୀଜୀ ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ମଧ୍ୟରେ ଏଠାରେ ଉପସ୍ଥିତ ଥିବାରୁ ମୁଁ ବହୁତ ଖୁସି ଅନୁଭବ କରୁଛି | ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଭିତ୍ତିଭୂମି

ଓଡ଼ିଶାକୁ ମିଳିଲା ଆଉ ଦୁଇଟି ‘ବନ୍ଦେ ଭାରତ’, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ରେଳ ଇତିହାସରେ ନୂଆ ଅଧ୍ୟାୟ । ଗଡ଼ିଲା ଦୁଇଟି ଅତ୍ୟାଧୁନିକ ‘ବନ୍ଦେ ଭାରତ’ ଭାରତ ଏକ୍ସପ୍ରେସ୍ । ବ୍ରହ୍ମପୁର-ଟାଟାନଗର, ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସକୁ ଭର୍ଚୁଆଲ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରତି ଭାରତୀୟଙ୍କୁ

ସୁଭଦ୍ରା’ରେ ସ୍ୱୟଂ ସମ୍ପୂର୍ଣ୍ଣା ହେବେ ମହିଳା: ପ୍ରଭାତୀ

ରାଜ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ ବଢୁଛି । ଏବେ ସୁଦ୍ଧା ‘ସୁଭଦ୍ରା’ ଯୋଜନା ପାଇଁ ୬୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଆବେଦନ କରିସାରିଲେଣି ବୋଲି ‘ସୁଭଦ୍ରା’ ସଚେତନତା ପଦଯାତ୍ରାରେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ‘ସୁଭଦ୍ରା’ ଯୋଜନାରେ

ଅକ୍ଟୋବର ୫ ସୁଦ୍ଧା ସବୁ ସହରର ରାସ୍ତା ମରାମତି କାମ ସରିବ

ଅକ୍ଟୋବର ୫ ତାରିଖ ସୁଦ୍ଧା ଦ୍ୱୈତ ନଗରୀ ସମେତ ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାମ। ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମ ଥର ଲାଗି ଆଜି ଦ୍ୱୈତ ନଗରୀ ପାଇଁ ବସିଥିବା ସ୍ଵତନ୍ତ୍ର ବୈଠକ ପରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏଥିସସହ

ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର

ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର । ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍‌ । ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଧ୍ୟ ମଦ କ୍ୟାବିନ୍‌ ଖୋଲିବାକୁ ମନା କରାଯାଇଛି । ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ନୀତିରେ ପରିବର୍ତ୍ତନ କରାଯାଇଛି । ସେହିପରି

ଆସିବ କାମଧେନୁ ଯୋଜନା

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାରଙ୍କ ପଦକ୍ଷେପ । ଲାଗୁହେବ ମୁଖ୍ୟମନ୍ତ୍ରୀ କାମଧେନୁବ ଯୋଜନା । ଜାତୀୟ ମୌସୁମୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । କାମଧେନୁ ଯୋଜନାରେ ଖର୍ଚ୍ଚ ହେବ ୧୪ ଶହ ୨୪ କୋଟି ଟଙ୍କା । ରାଜ୍ୟରେ ପଶୁ ସମ୍ପଦ କ୍ଷେତ୍ରରେ ହେବ ବିକାଶ ।

ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ୨୦ କେଜି ସୁନା ଜବତ

ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ଜବତ ହେଲା ୨୦ କେଜି ସୁନା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି ସିଟି ଆଣ୍ଡ ଜିଏସଟି। ୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ ମେଳ ଖାଉନାହିଁ। ସଂପୃକ୍ତ ବ୍ୟବସାୟୀଙ୍କୁ