ପୁଣି ଘୁଞ୍ଚିଲା ମହାନଦୀ ବିବାଦର ଶୁଣାଣି
ନୂଆଦିଲ୍ଲୀ() ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଆଜି ଟ୍ରିବ୍ୟୁନାଲ ଶୁଣାଣୀ କରିଛନ୍ତି । ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ସମାଧାନ ପାଇଁ ଗଠିତ ଟ୍ରିବୁନାଲରେ ଓଡ଼ିଶାର ମଧ୍ୟବର୍ତ୍ତୀକାଳୀନ ଆବେଦନର ଶୁଣାଣି ଶେଷ ହୋଇଛି । ବର୍ଷା ଯୋଗୁଁ କ୍ଷେତ୍ର ପରିଦର୍ଶନ ନ ହୋଇ…
