ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଯାତ୍ରୀବାହୀ ଟ୍ରେନ, ଯାତ୍ରୀ ସୁରକ୍ଷିତ
ବଡ଼ ଦୁର୍ଘଟଣାରୁ ଅଲ୍ପକେ ବର୍ତ୍ତିଲା ଯାତ୍ରୀବାହୀ ଟ୍ରେନ। ସବିରା ଷ୍ଟେସନରେ ନ୍ୟୁ ଜଲପାଇଗୁଡ଼ି -ଚେନ୍ନାଇ ସୁପରଫାଷ୍ଟ ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ଇଞ୍ଜିନରେ ତ୍ରୁଟି ଯୋଗୁଁ ବାଲେଶ୍ବର ସବିରା ଷ୍ଟେସନରେ ଟ୍ରେନ ଅଟକି ରହିଛି। ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ଟ୍ରେନ ଠିକ୍ ହେବାକୁ!-->…
