ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ମୃତ
ଜାମ୍ମୁ ଓ କାଶ୍ମୀରରେ ଆତଙ୍କୀ ହମଲା। ସୋପିଆନର କିଗମ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀମାନେ ଆକ୍ରମଣ କରିଥିଲେ। ସଂପୃକ୍ତ ଅଞ୍ଚଳରେ ଆହୁରି ଆତଙ୍କବାଦୀ ଲୁଚି ରହିଥିବା…
