୧ଟା ସୁଦ୍ଧା ୪୨% ଭୋଟିଂ
କେନ୍ଦ୍ରାପଡା() ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ମତଦାନ ଚାଲିଛି ।ଦିନ ୧ଟା ସୁଦ୍ଧା ୪୨ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।ମତଦାନ ସଂଧ୍ୟା ୫ଟା ପର୍ୟ୍ୟନ୍ତ ଚାଲିବ । ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ…
