କଟକ ବାଲିଯାତ୍ରାରୁ ଆଦାୟ ହୋଇଛି ୬.୩୮ କୋଟି ଟଙ୍କା: ମନ୍ତ୍ରୀ
ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଶୁକ୍ରବାର ଅଧିବେଶନର ପ୍ରଶ୍ନକାଳରେ କଟକ ବାଲିଯାତ୍ରା ଉପରେ ଆଲୋଚନା ହୋଇଛି। ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ବାଲିଯାତ୍ରାରେ ଷ୍ଟଲ ନିଲାମ ପ୍ରକ୍ରିୟା ବନ୍ଦ ପାଇଁ ଦାବି କରିଥିଲେ। ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ସଂସ୍କୃତି ଓ!-->…
