୧୮ ରୁ ବଢିବ ବର୍ଷା
ଭୁବନେଶ୍ୱର() () ୧୮ରୁ ପୁଣି ବଢ଼ିବ ବର୍ଷା।ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ଅନୁଗୁଳ,…
