ଭଦ୍ରକରେ ଟେକ୍ସଟାଇଲ ଓ ପାରାଦୀପରେ ମେଗା ଫିଡ କ୍ରାକର ପ୍ଲାଣ୍ଟ: ଶ୍ରମ ମନ୍ତ୍ରୀ
ଭଦ୍ରକରେ ଟେକ୍ସଟାଇଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବ୍ୟବସ୍ଥା କରାଯାଉଥିବା ନେଇ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ସୂଚନା ଦେଇଛନ୍ତି। ଆଜି ଗୃହରେ ସେ କହିଛନ୍ତି, ପାରାଦୀପରେ ଏକ ମେଗା ଫିଡ କ୍ରାକର ପ୍ଲାଣ୍ଟ ପ୍ରତିଷ୍ଠା ହେବ। ଏହି ପ୍ଲାଣ୍ଟର ବାଏ ପ୍ରଡକ୍ଟ ଭଦ୍ରକ ଟେକ୍ସଟାଇଲ ପାର୍କରେ ବ୍ୟବହାର!-->…
