ରାଜ୍ୟ ବଜେଟ୍ : କୃଷି ପାଇଁ ୩୭,୮୩୮ କୋଟିର ବ୍ୟୟ ବରାଦ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ବିଜେପି ନେତୃତ୍ବାଧୀନ ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଆଗାମୀ ଆର୍ଥିକ ବର୍ଷ ପାଇଁ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି ।
!-->!-->…
