ମହାପ୍ରଭୁ ଏବେ ସଂପୂର୍ଣ୍ଣ ସୁସ୍ଥ …
ପୁରୀ : ଅନବସରରେ ଥିବା ମହାପ୍ରଭୁ ଏବେ ସଂପୂର୍ଣ୍ଣ ସୁସ୍ଥ । ଦଇତାପତିମାନେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଏହି ଖବର ପହଞ୍ଚାଇବେ । ଏଥିପାଇଁ ଭୋଗମଣ୍ଡପ ନୀତି ଶେଷ ହେବା ପରେ ଦଇତାପତିମାନେ ସମୁହ ଭାବେ ଆଜି ଶ୍ରୀନଅରକୁ ଯିବେ । ସେମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ବାହାରିଥିବା କରାଳ…
