Odia News Portal

ଜ୍ଞାନ ନଥିବା ବ୍ୟକ୍ତିଙ୍କୁ କମିଶନର କରି ବସାଇଛନ୍ତି ବିଜେଡି ସରକାର:ମନ୍ତ୍ରୀ

ଫୁଡ କମିଶନର ନିଯୁକ୍ତିକୁ ନେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଫୁଡ କମିଶନରଙ୍କ ନିଯୁକ୍ତିକୁ ନେଇ ଖୋଲିଲେ ପୋଲ୍‌ । ବୁଧବାର ବିଧାନସଭାରେ ଯୋଗାଣ ମନ୍ତ୍ରୀ କହିଛନ୍ତି ଜ୍ଞାନ ନଥିବା ବ୍ୟକ୍ତିଙ୍କୁ କମିଶନର କରି ବସାଇଛନ୍ତି ବିଜେଡି ସରକାର ।

ହଷ୍ଟେଲ ଛାତରୁ ଡେଇଁପଡ଼ିଲେ IIT ଛାତ୍ରୀ

ଭୁବନେଶ୍ୱର IIT କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀ ଜଣଙ୍କ ଘର ଦିଲ୍ଲୀରେ ବୋଲି ଜଣାଯାଇଛି। ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ଛାତ୍ରୀ ଜଣଙ୍କ ହଷ୍ଟେଲ ଛାତ୍ରରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି।

ବନ୍ଧା ହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ

ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ (ଡିଡିଏମ୍‌)ଙ୍କର ଅମାପ ସମ୍ପତ୍ତି ବାହାରିବା ପରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ। ଗତକାଲି ଖଣି ଉପନିର୍ଦ୍ଦେଶକଙ୍କ ଘରୁ ପୁଳା ପୁଳା ଆୟ ବର୍ହିଭୂତ୍ ସମ୍ପତ୍ତି ବାହାରିଥିବା ବେଳେ ଆଜି ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ ହୋଇଛନ୍ତି।

ପଶ୍ଚିମବଙ୍ଗ ହାଇକୋର୍ଟ ସ୍ଥାୟୀ ବେଞ୍ଚକୁ ମୋହନ ମାଝୀ ବଡ ଘୋଷଣା

ପଶ୍ଚିମବଙ୍ଗ ହାଇକୋର୍ଟ ସ୍ଥାୟୀ ବେଞ୍ଚକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ବଡ ଘୋଷଣା । ଯାହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାକୁ ବିଚାରଧୀନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତ୍ୱରିତ ଗତିରେ ନ୍ୟାୟ ଦେବା ପାଇଁ ସରକାର

‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ

ମହିଳାଙ୍କୁ ହାତ ଖର୍ଚ୍ଚ ଦେବା ପାଇଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ବହୁ କଳ୍ପନା ଜଳ୍ପନା ପରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ଅନ୍‌ଲାଇନ୍‌ ଆବେଦନ ପାଇଁ ଆଜି ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ହାଣ୍ଡିଆ ନ ଦେବାରୁ ମହିଳାଙ୍କୁ ହତ୍ୟା

ହାଣ୍ଡିଆ ଆଣି ନ ଦେବାରୁ ମହିଳାଙ୍କୁ ଘରୁ ଘୋଷାଡ଼ି ଆଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ ନିଆଳିଝରଣ ଗାଁରେ। ମୃତ ମହିଳା ଜଣଙ୍କ ହେଲେ ସାଲେକ ହେମ୍ବ୍ରମ। ଗତକାଲି ରାତିରେ ସାଲେକଙ୍କ 

ମଞ୍ଚରେ ବିଧାୟକ-ସାଂସଦ ମୁହାଁମୁହିଁ।

ମଞ୍ଚରେ ବିଧାୟକ-ସାଂସଦ ମୁହାଁମୁହିଁ। ସ୍ବାୟତ୍ତ ଶାସନ ଦିବସରେ ଯାଜପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ବିଜେପି ସାଂସଦ ରବି ନାରାୟଣ ବେହେରା ଓ ବିଜେଡି ବିଧାୟକ ସୁଜାତା ସାହୁଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଯାଜପୁରର ବିକାଶ କିଏ କରିଛି ତାହା ସରକାରୀ ଓ ବିରୋଧୀ ଦଳ

ଖଣି ଉପନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ; ୮ଟି ସ୍ଥାନରେ ଚଢ଼ାଉ

ତାଳଚେର ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର,

‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେଲା ଆବେଦନ

ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେଲା ଆବେଦନ। ସେଥିପାଇଁ ଅଙ୍ଗନବାଡି କେନ୍ଦ୍ରରେ ଲାଗିଛି ଲମ୍ୱା ଲାଇନ। ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍‌ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଦେଖିବାକୁ ମିଳୁଛି ଅସମ୍ଭାଳ ଭିଡ଼। ଏମିତି କି ଗାଁରେ ଘର ଘର ବୁଲି

କାମ ଅଧପନ୍ତରିଆ କରି ଛୁ ମାରିଲେ ଅଣଓଡ଼ିଆ ଠିକାସଂସ୍ଥା

ଯାଜପୁର ଜିଲ୍ଲାକୁ ମହଙ୍ଗା ପଡ଼ିଛି ତାମିଲ କଂପାନୀ ପ୍ରୀତି। ବିଭିନ୍ନ ମେଗା ପାନୀୟ ଜଳ ପ୍ରକଳ୍ପ ନାଁରେ କୋଟି କୋଟି ଟଙ୍କା ଉଠାଇ କାମ ଅଧା ଛାଡ଼ି ଛୁ ମାରିଛନ୍ତି ରାଜ୍ୟ ବାହାର ଠିକାଦାର। RTI ତଥ୍ୟ କହୁଛି, ସଂପୃକ୍ତ ଅଣଓଡ଼ିଆ ଠିକାସଂସ୍ଥା କେବଳ ଅନୁଦାନ ଅର୍ଥ ଶ୍ରାଦ୍ଧ କରିନାହାନ୍ତି, ବରଂ