୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ସୂଚନା ଦେଲେ ସରକାର
ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ।
!-->!-->…
