ସରକାର ଗଠନର ପ୍ରଥମ ଦିନରେ ହିଁ କାଳିଆ କିସ୍ତି
ଭୁବନେଶ୍ବର : ସରକାର ଗଠନର ପ୍ରଥମ ଦିନରେ ହିଁ କାଳିଆ ଯୋଜନାର ଦୁଇଟି କିସ୍ତିର 10 ହଜାର ଟଙ୍କା ଚାଷୀଙ୍କୁ ପ୍ରଦାନ କରାଯିବ । ଏଥିସହିତ ପ୍ରଥମ ଦିନରେ ହିଁ ରାଜ୍ୟ ମନ୍ତ୍ରୀପରିଷଦ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯିବ । 29ରେ ସରକାର…
