୨୪ ଘଣ୍ଟାରେ ଓଡିଶା ଛୁଇଁବ ମୌସୁମୀ
ଭୁବନେଶ୍ବର() ଆସନ୍ତାକାଲି ଓଡିଶା ଛୁଇଁବ ମୌସୁମୀ । ପ୍ରାଥମିକ ପର୍ୟ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବ। ପରବର୍ତ୍ତୀ ସମୟରେ ସାରା ଓଡ଼ିଶାକୁ ମୌସୁମୀ ବାୟୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେପଟେ ଉତ୍ତର-ପୂର୍ବ…
