Odia News Portal

ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମବେଳେ ଗଣ୍ଡଗୋଳ ଘଟଣା

ଭୁବନେଶ୍ୱର ନିକଟ ବାଳକାଟୀରେ ପ୍ରଧାନମନ୍ତ୍ରୀଙ୍କ ’ମନ୍ କୀ ବାତ’ କାର୍ଯ୍ୟକ୍ରମବେଳେ ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦଳ ବିରୋଧୀ କାର୍ଯ୍ୟ ଦର୍ଶାଇ ୫ ବିଜେପି କର୍ମକର୍ତ୍ତାଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ

ଧର୍ମେନ୍ଦ୍ରଙ୍କ ପ୍ରସ୍ତାବକୁ ବିରୋଧ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେବା ପରେ ଏହାକୁ ନେଇ ରାଜନୀତି ତେଜିବାରେ ଲାଗିଛି । ଏହାରି ଭିତରେ ନିଜର ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି ଯେ ନାଁ ବଡ଼ ନୁହେଁ, କାମ

ବିକ୍ରି ହେବନି ବାସି ଅବଢ଼ା; ଜଗିଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ

ଆନନ୍ଦ ବଜାରରେ ଶୃଙ୍ଖଳା ଓ ସଂସ୍କାର ଆଣିବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଆଜିଠୁ ଶ୍ରୀମନ୍ଦିରରେ ମୁତୟନ ହୋଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ। ମୋଟ ଦୁଇଟି ସିଫ୍ଟରେ ୨୦ଜଣ ପୂର୍ବତନ ସେନା କର୍ମଚାରୀ ମୁତୟନ ହେବେ। ଆଜି ସକାଳେ ୧୦ଜଣ ଆନନ୍ଦ ବଜାର ଓ ମନ୍ଦିର ବେଢାରେ

ଗିରଫ କନିଷ୍ଠ ଯନ୍ତ୍ରୀଙ୍କ ଅପାର ସମ୍ପତ୍ତି

ଗିରଫ କନିଷ୍ଠ ଯନ୍ତ୍ରୀଙ୍କ ଅପାର ସମ୍ପତ୍ତି। ଗତ କାଲି ରାୟଗଡ଼ା କାଶିପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କୁ ଭିଜିଲାନ୍ସ ବିଭାଗ ଧରିବା ପରେ ରାତିଯାକ କନିଷ୍ଠ ଯନ୍ତ୍ରୀଙ୍କ ଫରେଷ୍ଟ କଲୋନୀ ସ୍ଥିତ ବାସଭବନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ଭୋର ୩ଟା ପର୍ଯ୍ୟନ୍ତ ଚାଲିଥିଲା।

ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ବିଜେପି ସରକାର

 ବିଜେପି ସରକାର ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।    ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି,  ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ସରକାର

ବିମାନବନ୍ଦରରୁ ସୁନା ଗହଣା ଜବତ ଘଟଣା, ଟିକସ ଫାଙ୍କିବାକୁ ହୋଇଥିଲା ବଡ଼ ଷଡ଼ଯନ୍ତ୍ର

ଅନାମଧେୟ କ୍ରେତାଙ୍କ ପାଖକୁ ଯାଉଥିଲା ଭୁବନେଶ୍ୱର ବିମାନବନ୍ଦରରୁ ଜବତ ସୁନା ଓ ରୂପା । ଟିକସ ଫାଙ୍କିବାକୁ ହୋଇଥିଲା ବଡ଼ ଷଡ଼ଯନ୍ତ୍ର । ସିଟି ଜିଏସଟି ଅଧିକାରୀଙ୍କ ଯାଞ୍ଚ ବେଳେ, ୪ କେଜି ସୁନା ଓ ୮୦ କେଜି ରୁପାର ମାଲିକାନା ନେଇ ହିସାବ ମିଳିନି। ଯାହାର କେହି ଦାବିଦାର ନାହାନ୍ତି କି ବିଲ୍

ୱାଧୱାନ ବନ୍ଦର ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ପାଲଘରଠାରେ ପ୍ରାୟ ୭୬,୦୦୦ କୋଟି ଟଙ୍କାର ୱାଧୱାନ ବନ୍ଦର ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିବେ। ଏଥି ସହ ପ୍ରାୟ ୧୫୬୦ କୋଟି ଟଙ୍କାର ୨୧୮ଟି ମତ୍ସ୍ୟ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପାଣ୍ଡିଆନଙ୍କ ପଲିଟିକାଲ ଲଞ୍ଚିଂ ପାଇଁ ୧୫ କୋଟି

ପାଣ୍ଡିଆନଙ୍କୁ ଲଞ୍ଚ କରିବେ ବୋଲି ପୂର୍ବ ସରକାର ରାଜକୋଷରୁ ଉଡ଼ାଇଥିଲେ ୧୫ କୋଟି ଟଙ୍କା । ବିଶେଷ କାର୍ଯ୍ୟକ୍ରମ ପାଇଁ ତଥ୍ୟଭିତ୍ତି ଆଲେଖ୍ୟ ବା ଆଡଭୋଟରିଆଲ ନାଁରେ ଖର୍ଚ୍ଚ କରିଥିଲେ ଟଙ୍କା। ଚଳିତ ବର୍ଷ ମାର୍ଚ୍ଚ ୧୬ରେ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହେଲା। ତା ସହ ସାରା ଦେଶରେ

ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି ଘୋଷଣା

ଫୁଟିଲା ବଣମଲ୍ଲୀ, ମହକିବ ବଣ୍ଡାଘାଟି; ଡାକ୍ତର ହେବେ ବଣ୍ଡା ଛାତ୍ର

ଅନୁନ୍ନତ ବଣ୍ଡା ଘାଟି। ଅଶିକ୍ଷିତ ବଣ୍ଡା ଜାତି। ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଏଠି ସବୁ ଅପହଞ୍ଚ । ଏପରି ନାହିଁ ନାହିଁ ଭିତରେ ବି ଉଜ୍ଜୀବୀତ ହୋଇଛି ଆଶା। ବାସ୍ତବ ରୂପ ନେଇଛି ସ୍ୱପ୍ନ । ବଣ୍ଡାଘାଟିରେ ଫୁଟିଥିବା ବଣମଲ୍ଲୀ ଏବେ ସମଗ୍ର ରାଜ୍ୟରେ ମହକିବ । ଡାକ୍ତର ବନିବେ ବଣ୍ଡା ଛାତ୍ର