ରତ୍ନବେଦୀ ଛାଡି ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ() ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ହାତୀ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଅନ୍ୟାନ୍ୟ ରୀତିନୀତି ପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଗଜାନନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଆଜି ସକାଳେ ରତ୍ନ ସିଂହାସନରୁ ଆସି ସ୍ନାନବେଦୀରେ ବିଜେ ହୋଇଥିଲେ ମହାପ୍ରଭୁ । ପରମ୍ପରା ଅନୁସାରେ…
