ଏଫଆଇଏଚ୍ ପୁରୁଷ ସିରିଜ୍ ଫାଇନାଲ୍ସ : ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କଲା ଭାରତ
ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍ ପୁରୁଷ ସିରିଜ୍ ଫାଇନାଲ୍ସରେ ଆୟୋଜକ ଭାରତୀୟ ପୁରୁଷ ହକି ଟିମ୍ ବିଜୟଧାରା ଅବ୍ୟାହତ ରଖି ଫାଇନାଲରେ ପ୍ରବେଶ କରି ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରେ ସ୍ଥାନ ପକ୍କା କରିଛି।
ଶୁକ୍ରବାର ଭାରତ ଟୁର୍ଣ୍ଣାମେଣ୍ଟର ସେମିଫାଇନାଲରେ…
