କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ବର() ୧୨ ଜିଲ୍ଲା କୁ ସତର୍କ ସୂଚନା । ଆଜି ୧୨ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲା ଗୁଡିକ ହେଲା କୋରାପୁଟ, ଗଜପତି, ଗଞ୍ଜାମ, ଫୁଲବାଣୀ, ନୟାଗଡ଼, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର,…
