ବର୍ଷା ଓ ବଜ୍ରପାତ ସମ୍ଭାବନା
ଭୁବନେଶ୍ବର() ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼ ସହିତ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।…
