ଫେବୃଆରୀ ୧୫ରେ ପୂରିବ ରାସନ କାର୍ଡ E-KYC କଣ୍ଟ, ଅଯୋଗ୍ୟ ହିତାଧିକାରୀ କାର୍ଡ ନଫେରାଇଲେ ଆକ୍ସନ
ରାସନ କାର୍ଡ E-KYC ପାଇଁ ଫେବୃଆରୀ ୧୫ରେ ପୁରିବ କଣ୍ଟ । ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହାଜର ୪୯୬ ଜଣ ଲୋକ କରିନାହାନ୍ତି E-KYC । ୬ ଦିନ ଭିତରେ ଅନ୍ୟ E-KYC କରି ଦେବାକୁ ପୁଣି ଅପିଲ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ସେ ଆହୁରି ମଧ୍ୟ!-->!-->!-->…
