ଭାରତ – ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ଜାରି
ଲଣ୍ଡନ() ଆଜି ଭାରତ ତାର ବିଶ୍ବକପ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚରେ ଭାରତର ମୁକାବିଲା ହେଉଛି ଦକ୍ଷିଣ ଆଫ୍ରିକା ସହ । ତେବେ ଟସ୍ ଜିତି ଦକ୍ଷିଣ ଆଫ୍ରିକା ବ୍ୟାଟିଂ ନିଷ୍ପତ୍ତି ନେଇଛି ।
ପୂର୍ବରୁ ଦକ୍ଷିଣ ଆଫ୍ରିକା ଖେଳିସାରିଥିବା ୨ଟି ମ୍ୟାଚ୍ରେ ପରାସ୍ତ ହୋଇଛି । ତେଣୁ ଭାରତ…
