ଆସନ୍ତାକାଲି ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ କ୍ଷେତ୍ର ପ୍ରସ୍ତୁତ
ପ୍ରଥମ ପର୍ୟ୍ୟାୟରେ ଆସନ୍ତାକାଲି ଓଡ଼ିଶାରେ ହେବାକୁ ଥିବା ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ପାଇଁ ସମସ୍ତ ରାଜନୈତିକ ଦଳର ନେତା ନିଜ ନିଜ ପ୍ରଚାର ଶେଷ କରିଛନ୍ତି । ମାଓ ଇଲାକାରେ ଆସୁଥିବା କୋରାପୁଟ ଓ ମାଲକାନଗିରିରେ ସୀମା ସିଲ୍ ସହିତ ସମସ୍ତ ବୁଥରେ ପୁଲିସ ମୁତୟନ ବ୍ୟବସ୍ଥା ହୋଇଛି ।…
