ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅଜୟ ମାକେନ୍ଙ୍କ ଇସ୍ତଫା
ନୂଆଦିଲ୍ଲୀ: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ୍ ଶୁକ୍ରବାର ଦିନ ଇସ୍ତଫା ଦେଇଛନ୍ତି। ବଡ଼ି ଭୋର୍ରୁ ଟୁଇଟି କରି ମାକେନ୍ ସହଯୋଗ ନିମନ୍ତେ କଂଗ୍ରେସ ଅଧ୍ୟକ୍ଷ ରାହୁଳ ଗାନ୍ଧୀ, ଦଳର କର୍ମୀମାନଙ୍କୁ ଓ ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଛନ୍ତି। ସେ ସାଂସଦ ଭାବେ…