‘ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ହେବା ପାଇଁ ଯୋଗ୍ୟ’ : ବିଜେଡି ଉପ-ସଭାପତି ସୂର୍ଯ୍ୟ ନାରାୟଣ ପାତ୍ର
ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ହେବା ପାଇଁ ଯୋଗ୍ୟ। ଆଜି ଗଣମାଧ୍ୟମ ଆଗରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି ବିଜେଡି ଉପ-ସଭାପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି,“ବିଜୁ ପଟ୍ଟନାୟକଙ୍କୁ ପ୍ରଧାନମନ୍ତ୍ରୀ କରିବା ପାଇଁ ଥରେ କଥା…
