ରାଜ୍ୟରେ ୫ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ବର() ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ଉତ୍ତର ଓଡିଶା ସମେତ ଦକ୍ଷିଣ ଓଡିଶାରେ ଆସନ୍ତା ୫ ଦିନ ପର୍ୟ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ମାଲକାନଗିରି, କୋରାପୁଟ,ଗଜପତି, ଗଂଜାମରେ କାଳବୈଶାଖୀ ଅନୂଭୂତ ହେବ ଏବଂ ଉତ୍ତର ଓଡିଶାର ସୁନ୍ଦରଗଡ,…
