ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବିଧାନ ସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ୱାରା ବଜେଟ ଉପସ୍ଥାପିତା୧୨,୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତା l
1ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ2 ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି3 CAPF ମୁତୟନ!-->!-->!-->…
