କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର() ଆଜି ଅପରାହ୍ଣ ୩ଟା ପର ଠାରୁ ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି । ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ…
