୨୫ରେ ହେବ ୯ଟି ବୁଥରେ ସାନି ମତଦାନ
ପ୍ରଥମ ଓ ଦ୍ୱିନୀୟ ପର୍ୟ୍ୟାୟରେ ବିଭିନ୍ନ କାରଣରୁ ବନ୍ଦ ହୋଇଥିବା ଏହି ୯ଟି ବୁଥରେ ସାନି ମତଦାନ ହେବା ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ଏନେଇ ନିର୍ଦ୍ଦେଶ ଦେଇଛନ୍ତି ସିଇଓ ସୁରେନ୍ଦ୍ର କୁମାର ।
ବୁଥ ଗୁଡିକ ମଧ୍ୟରେ ସୁନ୍ଦରଗଡର…
