ବଙ୍ଗୋପସାଗରରେ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର, ଆଜିଠୁ ସପ୍ତାହେ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଟଳିଲା ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ନାହିଁ ବାତ୍ୟା ଆଶଙ୍କା । ଆଜି ସକାଳେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆସନ୍ତାକାଲି ଅପରାହ୍ନ…
