ଜାଣନ୍ତୁ ୩ଟା ସୁଦ୍ଧା କେତେ ପ୍ରତିଶତ ମତଦାନ ହୋଇଛି …
ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଜନତା । ଦିନ ସାଢେ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ ହୋଇଛି । ବହ୍ମପୁରଠାରେ ଅପରାହ୍ନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । ସେହିପରି ମୋହନାରେ ୫୪ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ପାରଳାଖେମୁଣ୍ଡି ଠାରେ ୫୧.୮୫…
