ବାଲେଶ୍ୱରରେ ବିଜେପିର ବଡ଼ ରଣନୀତି, ୫ ହେଭିୱେଟ୍ଙ୍କ ରୋଡ୍ ସୋ’
ବାଲେଶ୍ୱରରେ ବିଜେପିର ବଡ଼ ରଣନୀତି । ରାଜ୍ୟ ବିଜେପିର ୫ ତୁଙ୍ଗ ନେତା ଏକାଠି ହୋଇ ଶହ ଶହ ସମର୍ଥକଙ୍କ ସହ କରିଛନ୍ତି ରୋଡ୍ ସୋ’ । ରାଜ୍ୟର ଏହି ଶୀର୍ଷ ନେତା ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା!-->…
