Odia News Portal

ଓଡ଼ିଶାର ୧୯ ଜଣଙ୍କୁ ମିଳିବ ପୋଲିସ ସେବା ପଦକ

ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୋଲିସ ପାଇବେ ପଦକ । ୨ ପୋଲିସଙ୍କୁ ମିଳିବ ରାଷ୍ଟ୍ରପତି ପୁରସ୍କାର । ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ମଲ୍ଲିକ ପାଇବେ ରାଷ୍ଟ୍ରପତି ପୁରସ୍କାର । କନଷ୍ଟେବଲ୍ ସତ୍ୟବାଦୀ ମଲ୍ଲିକ ପାଇବେ ରାଷ୍ଟ୍ରପତି ପୁରସ୍କାର । ୬ ପୋଲିସ କର୍ମଚାରୀଙ୍କୁ ସାହସିକତା

ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ

ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। ଝାଡ଼ାବାନ୍ତିରେ ଗୁରୁବାର ବିଦ୍ୟାଳୟର ଶହେରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇ

ପୁଣି ରିମାଣ୍ଡରେ ଯିବେ ହଂସିତା-ଅନିଲ

ହଂସିତା-ଅନିଲ ଗିରଫ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ତେବେ ପୁଣି ରିମାଣ୍ଡରେ ଯିବେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା-ଅନିଲ । ଯୁବତୀ ଚାଲାଣ କରିଥିବା ନେଇ ତଥ୍ୟ ପାଇଛି ପୋଲିସ । ଏନେଇ ପୋଲିସ ଖୋଳତାଡ଼ କରିବ । ହଂସିତା-ଅନିଲଙ୍କୁ ୫ ଦିନିଆ

ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର

ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର । କୌଣସି ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ  । ପୁରୀ ଜିଲ୍ଲା ଅର୍ଜୁନସିଂପୁର ଗ୍ରାମରୁ ଆରମ୍ଭ ହୋଇଯାଇଛି ପ୍ରଧାମନ୍ତ୍ରୀ ଆବାସ ପାଇଁ ସର୍ଭେ । ମନ୍ତ୍ରୀ ରବି ନାୟକ ଓ ସାଂସଦ ସମ୍ବିତ ପାତ୍ର ଗାଁ ଗାଁ ବୁଲି ଲୋକଙ୍କୁ

ଓଲଟିଲା ଅତିରିକ୍ତ ଏସ୍‌ପିଙ୍କ ଗାଡ଼ି: ୪ ଆହତ

ଗଞ୍ଜାମ ଜିଲା ଶାଳୁଆପଲି ଗାଁ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଅତିରିକ୍ତ ଏସ୍‌ପିଙ୍କ ଗାଡ଼ି ଏକ ଗଛରେ ପିଟି ହୋଇ ଓଲଟି ପଡିଛି। ଦୁର୍ଘଟଣାରେ ଅତିରିକ୍ତ ଏସ୍‌ପି ଏବଂ ତାଙ୍କ ସ୍ତ୍ରୀଙ୍କ ସହ ୪ଜଣ ଆହତ ହୋଇଥିବା ଜଣାପଡିଛି। ଚିକିତ୍ସା ପାଇଁ ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର

ନବଦାସ ହତ୍ୟା ମାମଲାର ପୁନଃତଦନ୍ତ ହେବ, ଇସାରା ଦେଲେ ଆଇନ ମନ୍ତ୍ରୀ

କ୍ୟାବିନେଟ୍ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ତଦନ୍ତ ପ୍ରକ୍ରିୟା କ’ଣ ହେବ ସେ ନେଇ ଖୁବଶୀଘ୍ର ସରକାର ନିଷ୍ପତ୍ତି ନେବେ । ଏବେ ବିଭିନ୍ନ ତଥ୍ୟ ଧୀରେଧୀରେ ସାମ୍ନାକୁ ଆସୁଛି । ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ । ପୂର୍ବରୁ ଭୟର ବାତାବରଣ ଥିଲା।

ଅଯୋଗ୍ୟ ହିତାଧିକାରୀଙ୍କୁ ତୁରନ୍ତ ରାସନ କାର୍ଡ ଫେରାଇବାକୁ ନିବେଦନ କଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

ଜାନୁଆରୀ ୩୧ରେ ଇ କେୱାଇସି ଶେଷ ହେବ। ତା ପୂର୍ବରୁ ଅଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ସରେଣ୍ଡର କରିବାକୁ ପୁଣି ଥରେ ନିବେଦନ କଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ବୋଧେ ଭୟରେ ଇ କେୱାଇସି ପାଇଁ ଆସୁ ନାହାନ୍ତି, ଖୁବ ଶୀଘ୍ର ସରେଣ୍ଡର କଲେ

ଶ୍ରୀମନ୍ଦିର ବାହାର ଲାଗିବ ଓ୍ୱାଚ୍ ଟାଓ୍ୱାର, ଗର୍ଭଗୃହ ଫଟୋ ଭାଇରାଲ ବି ହେବ ତଦନ୍ତ

ଶ୍ରୀମନ୍ଦିର ବାହାରେ ଲାଗିପାରେ ଓ୍ୱାଚ୍ ଟାଓ୍ୱାର । ଏନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି । ଖୁବଶୀଘ୍ର କୌଣସି ନିଷ୍ପତ୍ତି ନିଆଯାଇପାରେ ବୋଲି କହିଛନ୍ତି ଆଇନ୍ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଖବର ଅନୁଯାୟୀ, କିଛି ଦିନ ହେବ ଶ୍ରୀମନ୍ଦିର ଉପରେ ଅଜଣା ଡ୍ରୋନ୍ ବୁଲୁଛି ।ଯାହାର

ଜନ୍ମସ୍ଥଳୀରେ ପାଳିତ ହେଲା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଗୁରୁବାର ଭାରତମାତାର ବୀର ପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ । ଏହି ଅବସରରେ ନେତାଜୀଙ୍କ ଅଦମ୍ୟ ସାହସ, ବୀରତ୍ୱ ଓ ଦେଶପ୍ରେମକୁ ମନେ ପକାଉଛି ସମଗ୍ର ଦେଶ । କଟକ ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ପାଳିତ ହୋଇଯାଇଛି ଜୟନ୍ତୀ ସମାରୋହ । ୧୮୯୭ ମସିହା ଜାନୁଆରୀ

ବିରୋଧୀ ଦଳର କଣ୍ଠରୋଧ ନକରି ସରକାରୀ ଦଳକୁ ପ୍ରାଧାନ୍ୟ ଦେଲେ ହଟ୍ଟଗୋଳ ହେବ : ପ୍ରତାପ ଦେବ

ବାଚସ୍ପତି ସୁରମା ପାଢ଼ୀଙ୍କ ତାଗିଦ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ । ସେ କହିଛନ୍ତି, ବାଚସ୍ପତିଙ୍କ ଉକ୍ତି ହାସ୍ୟାସ୍ପଦ । ବିଧାନସଭା ହେଉଛି ବିରୋଧୀ ଦଳଙ୍କର । ବିରୋଧୀ ଦଳ କୌଣସି ପ୍ରସଙ୍ଗ ଉଠାଇଲେ ସୁରୁଖୁରୁରେ ଚଳାଇବା ବାଚସ୍ପତିଙ୍କ ଦାୟିତ୍ୱ । ହଟ୍ଟଗୋଳ