Odia News Portal

ପୂର୍ବ ସରକାର ମହାପ୍ରଭୁଙ୍କ ସମ୍ପତ୍ତି ସୁରକ୍ଷା ଚିନ୍ତା କରିନାହାନ୍ତି : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ମହାପ୍ରଭୁଙ୍କ ଖଣିରୁ ୨୧ କୋଟି ଲୁଟ୍ ପ୍ରସଙ୍ଗ । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ଖଣି ଖଜଣା ଦେଉନଥିଲେ କାର୍ଯ୍ୟାନୁଷ୍ଠାନ । ପୂର୍ବ ସରକାର ମହାପ୍ରଭୁଙ୍କ ସମ୍ପତ୍ତି ସୁରକ୍ଷା ଚିନ୍ତା କରିନାହାନ୍ତି । ୨୦୦୩ର ୟୁନିଫର୍ମ ପଲିସି ଆଧାରରେ ପ୍ରକ୍ରିୟା ଆଗକୁ ବଢିବ ।

ଆସୁଛି ଆଉ ଏକ ଲଘୁଚାପ, ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ପୁଣି ଆସୁଛି ଆଉ ଏକ ଲଘୁଚାପ। ତେବେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସମାନ୍ତରାଳ ଭାବେ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉକ୍ତ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର

କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ

କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗାଟ୍‌। ପ୍ୟାରିସ ଅଲିମ୍ପିକ୍ସରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଗତକାଲି ନିରାଶ ହେବା ପରେ କୁସ୍ତିରୁ ସନ୍ୟାସ ନେଇଛନ୍ତି। ଏହି ଅପ୍ରତ୍ୟାଶିତ ବିଫଳତା ପରେ

ଭୁବନେଶ୍ୱରରେ ବାର୍ ମାଲିକ ଓ ଏଜେଣ୍ଟ ଗିରଫ

ରାଜଧାନୀ ଭୁବନେଶ୍ୱରରେ ବାର ଗାର୍ଲଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବାର୍‌ ମାଲିକ ଶିବ ପ୍ରସାଦ ମଲ୍ଲିକ। ତାଙ୍କ ସହିତ ଜଣେ ଏଜେଣ୍ଟଙ୍କୁ ମଧ୍ୟ ଗିରଫ କରିଛି ପୁଲିସ। ତାଙ୍କ ନାଁ ଜ୍ୟୋତି ପ୍ରକାଶ ନାୟକ। ଟଙ୍କା ନ ଦେଇ ୬ ବାର୍ ଗାର୍ଲଙ୍କୁ ଅଟକ ରଖିଥିଲେ ଶିବ ପ୍ରସାଦ

ଜିମରୁ ଫେରିବା ବେଳେ ଯୁବକଙ୍କୁ ଗୁଳିମାଡ଼

ଜିମରୁ ଫେରିବା ବେଳେ ଯୁବକଙ୍କୁ ଗୁଳିମାଡ଼। ଗୁଳିମାଡ଼ରେ ଯୁବକ ଗୁରୁତର। ବାଲେଶ୍ବର ଜିଲ୍ଲା ରେମୁଣା ନିକଟ ବାଲିଆରେ ଏଭଳି ଗୁଳିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ୪ଜଣ ଦୁର୍ବୃତ୍ତ ଗୁଳି ମାରିଛନ୍ତି। ଯୁବକଙ୍କ ନାକରେ ବାଜିଛି ଗୁଳି। ଯୁବକଙ୍କ ନାମ ମନୋରଞ୍ଜନ ବିନ୍ଧାଣୀ ଓରଫ ଲିପୁ ବୋଲି

ଏବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ

 ରଶ୍ମୀ ସ୍ବାଇଁ ଜାମ୍ମୁକାଶ୍ମୀର ଡିଜିପି

ରଶ୍ମୀ ସ୍ବାଇଁ ଜାମ୍ମୁକାଶ୍ମୀର ଡିଜିପି । ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ ହେଲେ ଜାମ୍ମୁକାଶ୍ମୀର ଡିଜିପି । AGMUT କ୍ୟାଡର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁ । ରଶ୍ମୀରଂଜନଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହୋଇଛି । ସେପ୍‌ଟେମ୍ବର ୩୦ ପର୍ଯ୍ୟନ୍ତ ଡିଜିପି

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ; ୮ଟି ସ୍ଥାନରେ ଚଢ଼ାଉ

ବିଡିଓଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ । ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ । ୩ ସେପ୍ଟେମ୍ବରରେ ହେବ ଉପନିର୍ବାଚନ । ଓଡିଶାରେ ଗୋଟିଏ ଆସନ ପାଇଁ ନିର୍ବାଚନ ହେବ । ମମତାଙ୍କ ଇସ୍ତଫା ପରେ ଖାଲିପଡିଥିଲା ଗୋଟିଏ ଆସନ । ୧୪ ଅଗଷ୍ଟରେ ପ୍ରକାଶ ପାଇବ ବିଜ୍ଞପ୍ତି । ୨୧ରେ ନାମାଙ୍କନ

ଗାଜିଆବାଦ ସେଫ୍‌ ହାଉସ୍‌ରେ ହସିନା

ବାଂଲାଦେଶର ବିତାଡ଼ିତ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବେ ଭାରତରେ ଶରଣ ନେଇଛନ୍ତି। ସେନା ବିମାନ ଯୋଗେ ବାଂଲାଦେଶରୁ ଆସି ଗାଜିଆବାଦ ସ୍ଥିତ ହିଣ୍ଡନ୍ ଏୟାରବେସ୍ରେ ଓହ୍ଲାଇଥିଲେ । ସେ ଏବେ ଗାଜିଆବାଦ ସ୍ଥିତ ଏକ ସେଫ୍ ହାଉସ୍ରେ ରହିଛନ୍ତି । କିନ୍ତୁ ଏଠାରେ ସେ ଅଧିକ ଦିନ ନ ରହି ବ୍ରିଟେନ