Odia News Portal

ସିବିଆଇ ଭୟ ଦେଖାଇ ୨୦ଲକ୍ଷ ଟଙ୍କା ଠକି ନେଲେ ସାଇବର ଅପରାଧି

ଝାରସୁଗୁଡ଼ାରେ ଜଣେ ବ୍ୟକ୍ତି ବଡ଼ ଧରଣର ସାଇବର ଠକେଇଇର ଶିକାର ହୋଇ ଥିବା ନେଇ ସଦରଥାନାରେ ଅଭିଯୋଗ ହୋଇଛି । ଭୂର୍କାମୁଡ଼ା ସ୍ଥିତ ବେଦାନ୍ତର ଏକ ସହଯୋଗୀ କମ୍ପାନୀରେ କାମ କରୁଥିବା ଜଣେ ବ୍ୟକ୍ତିଙ୍କ ଠାରୁ ୨୦ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ବେଦାନ୍ତର ଏକ

କ୍ୟାପିଟାଲ୍‌ ହସ୍ପିଟାଲ୍‌ ପରିଚାଳନାରେ କ୍ୟୁଏସ୍‌ କମ୍ପାନୀର ଚଞ୍ଚକତା

କ୍ୟାପିଟାଲ୍ ହସ୍ପିଟାଲ ପରିଚାଳନା ଦାୟିତ୍ୱରେ ଥିବା 'କ୍ୟୁଏସ୍' କମ୍ପାନିର ମନମାନି ଓ ଚଞ୍ଚକତାକୁ ନେଇ 'ପ୍ରମେୟ'ରେ ଖବର ପ୍ରକାଶ ପାଇଥିଲା । ଏହାପରେ ହସ୍ପିଟାଲ୍ କର୍ତ୍ତୃପକ୍ଷ କମ୍ପାନୀର ୩ ବରିଷ୍ଠ ଅଧିକାରୀଙ୍କୁ ଡାକି ଟେଣ୍ଡର ସର୍ତ୍ତରେ ଖିଲାପ କରିଥିବାରୁ ସେମାନଙ୍କଠାରୁ କୈଫିୟତ୍ ତଲବ

ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ

ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା ଯାଏ କେହି ବି ଭାରତୀୟ ସମ୍ବିଧାନକୁ ନଷ୍ଟ କରିପାରିବେ ନାହିଁ ବୋଲି

ରାମଦେବଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ଯୋଗଗୁରୁ ବାବା ରାମଦେବ ଓ ପତଞ୍ଜଳି ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ମିଳିଛି ଆଶ୍ୱସ୍ତି। ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ରାମଦେବ ଓ ବାଳକୃଷ୍ଣଙ୍କୁ ବ୍ୟକ୍ତିଗତ ରୂପେ ହାଜର ହେବା ଉପରେ ସୁପ୍ରିମକୋର୍ଟ ଆଶ୍ୱସ୍ତି ଦେଇଛନ୍ତି। କେବଳ ଏତିକି ନୁହେଁ ରାମଦେବ

ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

ଗତକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କ ଉପରେ କରିଥିଲେ ସିଧା ହମଲା। ସେ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଭାଷଣ ବେଳେ ମାଇକ୍ ଅନ୍ୟ ଲୋକକୁ ଧରିବାକୁ ପଡୁଛି । ମାଇକ୍ ଧରିବାର ଦାୟିତ୍ୱ

ନବୀନ ବାବୁ ବ୍ୟାଗ୍‌ରେ ଷ୍ଟିକର ମାରି ନିଜେ ଚାଉଳ ଦେଉଛନ୍ତି ବୋଲି କହୁଛନ୍ତି: ଶାହ 

ଗରିବଙ୍କୁ ଚାଉଳ ଦେବା ପ୍ରସଙ୍ଗ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ସରକାରଙ୍କୁ ଘେରିଛନ୍ତି। ଗଂଜାମ ଜିଲ୍ଲା ଆସିକା ଲୋକସଭା ଅଧୀନ ସୋରଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ବିଜୟ ସଂପର୍କ ସମାବେଶରୁ ନବୀନଙ୍କୁ ସିଧା ନିଶାନା କରିଛନ୍ତି। ସେ କହିଛନ୍ତି, ଗରିବ କଲ୍ୟାଣ ଯୋଜନାରେ

ରାଲିରେ ମମତାଙ୍କ ବିରୋଧରେ ଗର୍ଜିଲେ ଶାହ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ପଶ୍ଚିମବଙ୍ଗର ଏକ ରାଲିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତୀବ୍ର ଆକ୍ରମଣ କରିଛନ୍ତି। ଶାହ କହିଛନ୍ତି, ଟିଏମସି 'ମା, ମାଟି ମାନୁଷ' ସ୍ଲୋଗାନ ଦେଇ କ୍ଷମତାକୁ ଆସିଛି। କିନ୍ତୁ ଏବେ ସେମାନେ 'ମୁଲ୍ଲା. ମଦ୍ରାସା, ଏବଂ ମାଫିଆ'ଙ୍କୁ ଅଧିକ

ଆସନ୍ତାକାଲି ଭୁବନେଶ୍ୱରରେ ନଡ୍ଡାଙ୍କ ରୋଡ୍‌ ଶୋ’; ହେମାମାଳିନୀ ବି ଆସୁଛନ୍ତି

ବିଜେପିର ଫୋକସରେ ଓଡ଼ିଶା। ଓଡ଼ିଶା ଦଖଲ ଲକ୍ଷ୍ୟ ନେଇ ଘନଘନ ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନେତୃତ୍ୱ।ଏହିକ୍ରମରେ ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ। ମେ’ ୧୭ ତାରିଖରେ ସେ ଓଡ଼ିଶା ଆସିବେ ଓ ୩ଟି ସ୍ଥାନରେ ପ୍ରଚାର

ରାଉରକେଲାରେ ନିର୍ବାଚନୀ ସଭା: କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ ସଭାସ୍ଥଳକୁ

ଆଜି ଓଡ଼ିଶା ଆସିବେ ଅମିତ ଶାହ ଓ ଜେପି ନଡ୍ଡା

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ଆଉ ୩ ପର୍ଯ୍ୟାୟ ମତଦାନ ବାକି ଅଛି। ଏଥର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିବ ବୋଲି ବିଜେପିର ପ୍ରମୁଖ ନେତା ଗ୍ୟାରେଣ୍ଟି ଦେଉଥିବା ବେଳେ ତୁହାକୁ ତୁହା ନିର୍ବାଚନୀ ପ୍ରଚାରରେ ଆସୁଛନ୍ତି ଦଳର ପ୍ରମୁଖ ନେତା। ଆଜି ନିର୍ବାଚନ