ସଂକଳ୍ପପତ୍ରର ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବା ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ
ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ଓଡ଼ିଶାବାସୀଙ୍କ ବିଶ୍ୱାସ ଓ ଭଲ ପାଇବା ପାଇଁ ଏହା ସମ୍ଭବ ହୋଇପାରିଛି । ବିଜେପି ସଂକଳ୍ପପତ୍ରରେ ଯାହା ସବୁ ପ୍ରତିଶ୍ରୁତି ଦେଇଛି ତାହା ପୂରଣ କରିବାପାଇଁ ପ୍ରତିଶ୍ରୁତିବଦ୍ଧ । ବିକାଶକୁ ମୁଖ୍ୟ ଆଧାର କରି ଚଳିତ ଥର ଲୋକାଭିମୁଖୀ!-->…
