ଦରଦାମ ପ୍ରଶ୍ନର ଉତ୍ତର ରଖିଲେ ମନ୍ତ୍ରୀ
ଗୃହରେ ମାନ୍ୟବର ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ବାରା ଆଗତ ମୁଲତବି ପ୍ରସ୍ତାବ “ରାଜ୍ୟରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦର ଆକାଶ ଛୁଆଁ । ଲୋକେ ହନ୍ତସନ୍ତ । ସରକାର ନୀରବ ଦ୍ରଷ୍ଟା ” ଏଥିରେ ଉତ୍ତର ରଖି ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କହିଛନ୍ତି, ନିତ୍ୟ!-->…
