ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ
ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ। ୨୩ ତାରିଖ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
୨୧ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଲଘୁଚାପର ରୂପ ନେବ ବୋଲି!-->!-->!-->…
