ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ଅନ୍ତର୍ଗତ ତୁନ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫସଲ ନଷ୍ଟ ହେବାରୁ ଏକ ବୃଦ୍ଧ ଦମ୍ପତି ଗାଁ ପୋଖରୀରେ ବୁଡ଼ି ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି।
ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଦର୍ଶନ ମାଝୀ(୬୫)। ତାଙ୍କ ପତ୍ନୀଙ୍କୁ…