ନବଙ୍କ ପରେ ଯୋଗେଶ ୱିକେଟ ପତନ: ଟେନସନରେ ନିରଞ୍ଜନ
ଭୁବନେଶ୍ବର: ନବଙ୍କ ପରେ ଯୋଗେଶ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବିଧାୟକ ଯୋଗେଶ ସିଂ । କାଲି ନିଲମ୍ବନ ପରେ ଆଜି ଦଳରୁ ସେ ଇସ୍ତଫା ଦେଇଛନ୍ତି । ସେପଟେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଏବେ ନେତା ନୁହେଁ, ଦଳ ଗୁରୁତ୍ବପୂର୍ଣ୍ଣ। ସେହପରି କୃଷ୍ଣଚନ୍ଦ୍ର ସଗରିଆଙ୍କୁ କଂଗ୍ରେସ…
