ଆଜିଠୁ ବିଧାନସଭା ଅଧିବେଶନ, ୨୫ରେ ବଜେଟ ଉପସ୍ଥାପନ
ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାରରୁ ଆରମ୍ଭ ହେବ । ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେବ ପ୍ରଥମ ଅଧିବେଶନ । ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆସିବ । ୨୫ରେ ଗୃହରେ ବଜେଟ୍ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।!-->…
