ଚେନ୍ ଲୁଟେରାଙ୍କ ପାଇଁ ଚାଲିଗଲା ଜୀବନ
ସୁନା ଚେନ୍ ଲୁଟେରାଙ୍କ ପାଇଁ ଚାଲିଗଲା ଜୀବନ। ଲୁଟର ଶିକାର ହୋଇଥିବା ମହିଳାଙ୍କ ଓଉଟ ରେ ମୃତ୍ୟୁ । ହତ୍ୟା ମାମଲା ରୁଜୁ କରି ଲୁଟେରାଙ୍କୁ ଖୋଜୁଛି ପୋଲିସ । ଗତ ସୋମବାର ଭୁବନେଶ୍ୱରରୁ ହରିରାଜପୁର ସୋମନାଥ ମନ୍ଦିର ଦର୍ଶନ ପାଇଁ ଯାଉଥିଲେ ଦମ୍ପତ୍ତି। ବାଇକ୍ରେ ସ୍ବାମୀ ସ୍ତ୍ରୀ ଯାଉଥିଲେ!-->…
