ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଜାରି
ରାଜ୍ୟରେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ତାରକା ପ୍ରଚାରକଙ୍କ ତାଲିକା ଜାରି କରିଛି ବିଜେଡି । ଏଥିରେ ୪୦ ଜଣଙ୍କ ନାଁ ରହିଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୀର୍ଷ ତାରକା ପ୍ରଚାରକ ଥିବା ବେଳେ କାର୍ତ୍ତିକ ପାଣ୍ଡିଆନ ଦ୍ୱିତୀୟ ସ୍ଥାନରେ ଅଛନ୍ତି।!-->…
