୩ ବର୍ଷ ପରେ ବାରବାଟୀରେ ଅନ୍ତର୍ଜାତୀୟ କ୍ରିକେଟ
ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ବିତୀୟ ମ୍ୟାଚ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଦେଖିବାକୁ ଗଲେ ବାରବାଟୀରେ ଟେଷ୍ଟ ମ୍ୟାଚ ପାଇଁ ଅନୁମତି ମିଳୁନି। ବହୁ ବ୍ୟବଧାନରେ ଗୋଟିଏ କି ଦୁଇଟି ଦିନିକିଆ ଓ ଟି୨୦ ମ୍ୟାଚ ମିଳୁଛି। ଦୀର୍ଘ ୬ ବର୍ଷ ପରେ!-->…
