ଦଳକୁ ଅଧିକ ମଜବୁତ କରିବାକୁ ଆହ୍ୱାନ ଦେଲେ ବିଷ୍ଣୁ ଦାସ
ଜଗତସିଂହପୁର: ଠାରେ ବିଜେଡିର ୨୧ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ଦଳ ପକ୍ଷରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା । ପରେ ସ୍ଥାନୀୟ ସୁବର୍ଣ୍ଣ ବରାହୀ ମନ୍ଦିର ପରିସରରେ ଆୟୋଜିତ ସାଧାରଣ ସଭାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ଜିଲ୍ଲା ସଭାପତି…
